ହରିଦ୍ୱାରରେ ନିର୍ମିତ ନୂତନ ଶ୍ରୀଜଗନ୍ନାଥ ମନ୍ଦିର ର ପ୍ରତିଷ୍ଠା କାର୍ଯ୍ୟକ୍ରମ ଧୁମଧାମରେ ଆରମ୍ଭl

ଭୁବନେଶ୍ୱର,୦୭।୪(ଲିପିକା ରାଣୀ ରାଉତ ):-ଭୂମାନିକେତନ ଭୂପତିୱାଲା ହରିଦ୍ୱାର ଠାରେ କରାଯାଇ ଥିବା ନୂତନ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ଵିଧି ମୁତାବକ ବାଜା ଶଙ୍ଖ ଘଣ୍ଟା ଓ ମହିଳା ଭକ୍ତ ମାନଙ୍କ ଙ୍କହୁଳହୁଳି ରେ ପୂଜା କରା ଯାଇ ଗଙ୍ଗା ନଦୀରୁ ପାଣି ଅଣାଯାଇ ପ୍ରତିଷ୍ଠା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି, ଓଡିଶା ତଥା ପାଖ ଅଂଚଳ ରୁ ଆସି ଯୋଗ ଦେଇଥିବା ଶ୍ରଦ୍ଧାଳୁ ମାନେ ଅପୂର୍ବ ଉତ୍ସାହ ସହିତ ସମସ୍ତ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ, ଗତ କାଲି ଓଡିଶା ରୁ ପ୍ରାୟ 80 ଜଣ ଆସି ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ, ଇ ରବିନାରାୟଣ ମହାପାତ୍ର, କନକଲତା ମହାପାତ୍ର କର୍ତ୍ତା ଓ କର୍ତ୍ତୀ ଭାବେ ସକାଳେ ସମସ୍ତ ଙ୍କ ସହିତ କଳସ ଯାତ୍ରା ରେ ଯାଇ ଗଙ୍ଗା ନଦୀ କୁଳରେ ପହଂଚି ଥିଲେ, ମହାପ୍ରଭୁ ଙ୍କ ରୀତି ନୀତି ଓ ଉପାସନା କାର୍ଯ୍ୟକ୍ରମ କରାଯାଇ କଳସ ରେ ଗଙ୍ଗା ନଦୀରୁ ପାଣି ଅଣା ଯାଇ ପ୍ରତିଷ୍ଠା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି,ମହାପ୍ରଭୁ ଶ୍ରୀଜଗନ୍ନାଥ ଙ୍କ ଇଚ୍ଛାରେ ହିଁ ଏହି ମନ୍ଦିର ନିର୍ମିତ ହୋଇଛି, ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ହରିଦ୍ୱାର ଓ ଶ୍ରୀ ଜଗନ୍ନାଥ ପ୍ରଚାର ସଂସ୍ଥାନ ପକ୍ଷରୁ ସମସ୍ତ ପ୍ରମୁଖ କର୍ମ କର୍ତ୍ତା ମାନେ ଏହି ପବିତ୍ର କଳସ ଯାତ୍ରା ରେ ଯୋଗ ଦେଇଥିଲେ, ଶ୍ରୀ ଜଗନ୍ନାଥ ସଂସ୍କୃତି ପ୍ରଚାରକ ଡ଼ ନାରାୟଣ ମହାପାତ୍ର ଶ୍ରୀ ଜଗନ୍ନାଥ ସଂସ୍କୃତି ପ୍ରଚାର ସଂସ୍ଥାନ ଇଣ୍ଡିଆ ଓଡିଶାଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ବ୍ୟବହାର କରାଯାଉଥିବା ବେଆଇନ ନଗଦ ଟଙ୍କା, ମଦ ଏବଂ ଡ୍ରଗ୍ସ ଉପରେ ନିର୍ବାଚନ କମିଶନଙ୍କ ଚଢ଼ାଉ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ୫ଟି ରାଜ୍ୟ ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, କେରଳ,ଓ ପୁଡ଼ୁଚେରୀରୁ ୬୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବେଆଇନ ସାମଗ୍ରୀ ଓ ନଗଦ ଟଙ୍କା ଜବତ କରାଯାଇଛି ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img