Thursday, June 4, 2026
14.1 C
London

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଭୁବନେଶ୍ୱର,୨୨।୦୪(କଳିଙ୍ଗ ଜାଗରଣ ବ୍ୟୁରୋ):-ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ସ୍ବେଚ୍ଛାସେବୀ ସଙ୍ଗଠନ ‘ସ୍ପିଡ’ ଆନୁକୁଲ୍ୟରେ ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଏଥିରେ ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ କର୍ତ୍ତା ଭାବେ କନ୍ୟାଦାନ କରିଥିbabele ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନବ ଦମ୍ପତ୍ତିଙ୍କୁ ଆଶୀର୍ବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି, ଶାସକ ଦଳ ଉପ ମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ସିମୁଳିଆ ବିଧାୟକ ପଦ୍ମ ଲୋଚନ ପଣ୍ଡା, ବସ୍ତା ବିଧାୟିକା ସୁବାସିନୀ ଜେନା, ଜିଲ୍ଲାପରିଷଦ ସଭାପତି ନାରାୟଣ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସେହିଭଳି ଭଦ୍ରକ ଜିଲ୍ଲା ସହିଦ ସ୍ମୃତି ଭବନଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୨୫ ଯୋଡ଼ା ବରକନ୍ୟାଙ୍କ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାଏଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ବିବାହ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ସମବାୟ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଯୋଗ ଦେଇ ବର କନ୍ୟାଙ୍କୁ ଆଶୀର୍ବାଦ କରିଥିଲେ।

Hot this week

ନର୍ସିଂ ଛାତ୍ରଙ୍କୁ କଲେଜ କ୍ୟାମ୍ପସରୁ ଅପହରଣ ଘଟଣାରେ ଚାରିଜଣ ଅଭିଯୁକ୍ତ ଗିରଫ ।

ଭୁବନେଶ୍ୱର,୦୩।୦୬(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ଭରତପୁର ଥାନା ଅଧୀନ ଏକ ଘରୋଇ ବିଶ୍ୱବିଦ୍ୟାଳୟ...

ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି (ଆପ୍) ବିପୁଳ ବିଜୟ ହାସଲ କରିଛି।

ନୂଆଦିଲ୍ଲୀ,୩୦।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି...

ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ ।

ବ୍ରହ୍ମପୁର ୨୬।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ । ପ୍ଲଟ୍...

ଵ୍ରହ୍ମପୁରରେ ପୁଣି ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୃବୁତ୍ତ l

ଵ୍ରହ୍ମପୁର,୨୫।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଵ୍ରହ୍ମପୁର ବଡବ୍ଜ଼ାର ଥାନା ଅନ୍ତର୍ଗତ ହରିଡାଖଣ୍ଡି ଛକ ବିଚ...

ଡାଇମଣ୍ଡ’ ନାମକ ବସ୍ ସହ ଅଟୋର ମୁହାଁମୁହିଁ ଧକ୍କା,୬ ଜଣଙ୍କର ମୃତ୍ୟୁ l

ବ୍ରହ୍ମପୁର ୨୩।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ‘ଡାଇମଣ୍ଡ’...

Topics

ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁକୁ ପୁଲିସ ର ଏନକାଉଣ୍ଟର l

ବ୍ରହ୍ମପୁର,୨୧।୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରି ରୋଡରେ ଉମେଶ ରଥ ନାମକ ଯୁବକକୁ...

ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ଦୁର୍ବୃତ୍ତଙ୍କ ଆତଙ୍କରାଜ l

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ପୂର୍ବ ଶତ୍ରୁତାକୁ...

ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ୩ଜଣ ଅଭିଯୁକ୍ତକୁ ଗିରଫ କରିବା ସହ ୨ନାବାଳକକୁ ଅଟକ ରଖିଛି ।

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):--ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ସ୍ଥାନୀୟ ଓମ୍ ନଗର...
spot_img

Related Articles

Popular Categories

spot_imgspot_img