କଳାହାଣ୍ଡି,୩୦।୦୪(ବ୍ୟୁରୋ କଳିଙ୍ଗ ଜାଗରଣ):-କଳାହାଣ୍ଡି ଜିଲ୍ଲାରେ ଭୂମିକମ୍ପର ଝଟକା ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରହିଥିବା ବେଳେ ବର୍ତମାନ ପର୍ଯ୍ୟନ୍ତ କୌଣସି ଅଞ୍ଚଳରୁ କ୍ଷୟକ୍ଷତି ହୋଇଥିବା ସୂଚନା ମିଳି ନାହଁ l କିନ୍ତୁ ଭୂକମ୍ପ ବେଳେ ସ୍ଥାନୀୟ ଲୋକେ ଭୟଭୀତ ହୋଇ ଘର ବାହାରକୁ ଚାଲି ଆସିଥିଲେ।




