ମାଁ ବୁଢ଼ୀ ସାଆନ୍ତାଣି ଠାକୁରାଣୀ ଯାତ୍ରା ପାଇଁ ଶୁଭଖୁଣ୍ଟି ସ୍ଥାପନ l

ବ୍ରହ୍ମପୁର ୧୩।୦୫(ଇ ରଞ୍ଜନ):-ବ୍ରହ୍ମପୁର ଉପକଣ୍ଠସ୍ଥ ଜଗଦଳପୁର ଗ୍ରାମରେ ଅନୁଷ୍ଠିତ ହେବାକୁ ଥିବା ତ୍ରୟବାର୍ଷିକ ଘଟଯାତ୍ରା ହେବାର କାର୍ଯ୍ୟକ୍ରମ ରହିଛି l ପ୍ରଥମେ ମାଁ ବୁଢ଼ୀ ସାଆନ୍ତାଣି ଠାକୁରାଣୀ ଯାତ୍ରାର ତାରିଖ ସ୍ଥିର ହୋଇଛି। ମନ୍ଦିର ପ୍ରତିଷ୍ଠାତା ଶ୍ରୀ ପଞ୍ଚାନନ ସାହୁ ଏବଂ ଉପ ସଭାପତି ସୀମା ବେହେରାଙ୍କ ସୂଚନା ଅନୁଯାୟୀ, ଚଳିତ ବର୍ଷ ମେ ୨୧ ତାରିଖରୁ ଯାତ୍ରା ଆରମ୍ଭ ହୋଇ ଜୁନ ୪ ତାରିଖରେ ଶେଷ ହେବ। ଶେଷ ପର୍ଯ୍ୟାୟରେ ମାଁଙ୍କୁ ପୁନର୍ବାର ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରାଯିବ। ଦୀର୍ଘ ୧୫ ଦିନ ଧରି ବିଭିନ୍ନ ବାଦ୍ୟ ବାଜଣରେ ଘଟ ପରିକ୍ରମା ସହ ମାଁ ଙ୍କ ନୀତିକାନ୍ତ ସମ୍ପର୍ଣ କରାଯିବ l ଏହି ଯାତ୍ରାରେ କିଛି ସାହି ମାନଙ୍କ ରେ କଳାକୁଞ୍ଜ ମଧ୍ୟ ସ୍ଥାପନ ହୋଇପାରେ l ଏବଂ ମିନାବଜାର କାର୍ଯ୍ୟକ୍ରମ ଥିବା ରହିବାର ସୂଚନା ମିଳିଛି lଏହି ଅବସରରେ ଶୁଭଖୁଣ୍ଟି ସୋମବାର ମାଁ ଙ୍କ ଯାତ୍ରା ନିମନ୍ତେ ଶୁଭାରମ୍ଭ ସ୍ଥାପନ କରାଯାଇଛି l

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img