Sunday, July 27, 2025
20.9 C
London

ଚୀନରେ ଆଉ ଏକ ନୂଆ ଭୂତାଣୁ ହ୍ୟୁମ୍ୟାନ ମେଟାନ୍ୟୁମୋ ଭାଇରସ୍ ।

ନୂଆଦିଲ୍ଲୀ,୦୩/୧(ଡି.ଏଚ୍.ବ୍ୟୁରୋ):-ଚୀନରେ ଆଉ ଏକ ନୂଆ ଭୂତାଣୁ ହ୍ୟୁମ୍ୟାନ ମେଟାନ୍ୟୁମୋ ଭାଇରସ୍ ଦେଖାଦେଇଛି। ଏହି ନୂଆ ଭୂତାଣୁ ଶ୍ବାସକ୍ରିୟାକୁ ସଂକ୍ରମିତ କରିବା ସହ ଦ୍ରୁତବେଗରେ ସଂକ୍ରମିତ ହେଉଛି। ଏବଂ ଭୂତାଣୁ ସଂକ୍ରମଣକୁ ନେଇ ଚୀନra ଡାକ୍ତରଖାନାଗୁଡିକରେ ଭିଡ ପରିଲକ୍ଷିତ ହୋଇଛି। ଏହା ସହିତ ଏଥିରେ ଅନେକ ଲୋକଙ୍କର ମୃତ୍ୟୁ ମଧ୍ୟ ହୋଇଥିବା ସୂଚନା ।

Hot this week

ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ ।

ଭୁବନେଶ୍ୱର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):-ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ...

୪୮୦ ବୋତଲ ନିଶା କଫ ସିରପ ଜବତ ସହ ଜଣେ ଯୁବକ ଗିରଫ ।

ସମ୍ବଲପୁର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):- ସମ୍ବଲପୁର ବରେଇପାଲି ଥାନା ଅନ୍ତର୍ଗତ ରାନୀବନ୍ଧ ପଡ଼ା...

ପୁରୀ ଜିଲ୍ଲା ଡେଲାଙ୍ଗ ଅଞ୍ଚଳରେ କୁକୁଡ଼ା ମଡ଼କ ଦେଖିବାକୁ ମିଳିଛି ।

ପିପିଲି,୦୯/୭((କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅର୍ନ୍ତଗତ ବେଗୁନିଆପଡା, ତରଡା,...

Topics

ଆଜି ରଥ ଉପରେ ମହାପ୍ରଭୁଙ୍କୁ ସୁନାବେଶ କରାଯିବ।

ପୁରୀ,୦୬/୭(କଳିଙ୍ଗ ଜାଗରଣ ବ୍ୟୁରୋ):-ସିଂହଦ୍ଵାର ସମ୍ମୁଖରେ ତିନି ରଥ l ଆଜି ରଥ...

ବେଆଇନ୍ ମଦ ବିକ୍ରି ଯୋଗୁଁ ଅଞ୍ଚଳରେ ଅପ୍ରିତିକର ପରିସ୍ଥିତି ବୃଦ୍ଧି l

ବ୍ରହ୍ମପୁର ,୦୬/୭(ଇ ରଞ୍ଜନ):-କୁକୁଡ଼ାଖଣ୍ଡି ବ୍ଲକ ବ୍ରହ୍ମପୁର ଉପକଣ୍ଠ ଜଗଦଳପୁର ଗ୍ରାମ ମେଡିକାଲ...
spot_img

Related Articles

Popular Categories

spot_imgspot_img