Tuesday, December 16, 2025
11 C
London

ପୁରୀକୁ ଗଡ଼ିଲା ଡବଲ୍ ଡେକର୍ ବସ୍ l

ପୁରୀ,୦୬/୧(ଡି.ଏଚ୍.ବ୍ୟୁରୋ):-ପୁରୀ କୁ ଗଡ଼ିଲା ଡବଲ୍ ଡେକର୍ ବସ୍ l ଦୁଇ ମହଲା ଏହି ବସରେ ଶ୍ରୀକ୍ଷେତ୍ର ଭ୍ରମଣରେ ଆସିବେ ପର୍ଯ୍ୟଟକ। ବ୍ୟାଟେରିଚାଳିତ ଏହି ବସରେ ସମୁଦାୟ ୬୬ଟି ସିଟ୍ ସାଙ୍ଗକୁ ଫାଷ୍ଟ ଏଡ୍, ସିସିଟିଭି, ସେଣ୍ଟ୍ରାଲ୍ ଏସି ତଥା ଶୀତତାପ ନିୟନ୍ତ୍ରିତ ବ୍ୟବସ୍ଥା ସହ ଅଗ୍ନି ନିର୍ବାପକ (ଫାୟାର ଏକ୍ସଟିଙ୍ଗୁଇସ୍) ବ୍ୟବସ୍ଥା ରହିଛି। ବସରେ ଉପର ମହଲାକୁ ଚଢ଼ିବା ଏବଂ ଓହ୍ଲେଇବା ପାଇଁ ଦୁଇ ପାର୍ଶ୍ବରେ ଦୁଇଟି ସିଡ଼ି ରହିଛି।

Hot this week

ଗାଈ ମାଂସ ବିକ୍ରି ଉଦ୍ୟମ ଘଟଣାରେ ପୁଲିସ ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ...

ଧାନକଟା ମେସିନ୍ ରେ କଟି ଚାଷୀଙ୍କ ମୃତ୍ୟୁ ।

ବାଲେଶ୍ଵର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବାଲେଶ୍ଵର ଜିଲ୍ଲା ବର୍ଦ୍ଧନପୁର ଥାନା ନିକଟସ୍ଥ ସାହାଜ...

ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର ନିକଟରେ କାର୍ ଦୁର୍ଘଟଣା ।

ଛତ୍ରପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।

ଯାଜପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ବିକ୍ରମ ପଣ୍ଡାଙ୍କ ସମେତ ୫ ଜଣଙ୍କ ଜାମିନ ଆବେଦନର ଶୁଣାଣି ଆସନ୍ତା ୧୬ ତାରିଖକୁ ଧାର୍ଯ୍ୟ କରିଛନ୍ତି କୋର୍ଟ।

ବ୍ରହ୍ମପୁର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ସମ୍ପୃକ୍ତ ବିକ୍ରମ...

Topics

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ବିଧାନସଭାରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ...

ନିଜକୁ ଭିଜିଲାନ୍ସ ଅଧିକାରୀ କହି ଦୁଇ ଅଭିଯୁକ୍ତ ଗିରଫ ହୋଇଛନ୍ତି ।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ନିଜକୁ ଭିଜିଲାନ୍ସ ଅଧିକାରୀ କହି ଟଙ୍କା ଆଦାୟ...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କ ୯୦ବର୍ଷ ବୟସରେ ପରଲୋକ ହୋଇଛି ।

ନୂଆଦିଲ୍ଲୀ,୧୨/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ପ୍ରବୀଣ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ...
spot_img

Related Articles

Popular Categories

spot_imgspot_img