Monday, April 21, 2025
13.4 C
London

ଫାଇନାନ୍ସ କର୍ମଚାରୀଙ୍କ ଠାରୁ ବାଇକ ସମେତ ନଗଦ ୪୦ ହଜାର ଟଙ୍କା ଲୁଟ୍‌ ।

ବାଲିଗୁଡା,୦୭/୧(ଡି.ଏଚ୍.ବ୍ୟୁରୋ):-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କିରିକୁଟି ଓ ପର୍ତ୍ତମାହା ପଞ୍ଚାୟତ କୁମ୍ଭାରମୁଣ୍ଡା ନିକଟରେ ଜଣେ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ବାଇକ ସମେତ ନଗଦ ୪୦ ହଜାର ଟଙ୍କା ଲୁଟ୍‌ । ଫାଇନାନ୍ସ କର୍ମଚାରୀ ମିଥେଲ ଦିଗାଲ ଋଣ ଟଙ୍କା ଆଦାୟ କରି ଫେରୁଥିବାବେଳେ କିଛି ଦୁର୍ବୃତ୍ତ ତାଙ୍କୁ ବନ୍ଧୁକରେ ମୁଣ୍ଡକୁ ବାରମ୍ବାର ଆଘାତ କରି ଏହି ଟଙ୍କା ଲୁଟ୍‌ କରିଛନ୍ତି।

Hot this week

ଆଜି ଦିଲ୍ଲୀର ମୁସ୍ତାଫାବାଦ ଅଞ୍ଚଳରେ ଭୁଶୁଡିଲା ୪ ମହଲା କୋଠା।

ନୂଆଦିଲ୍ଲୀ,୧୯/୪(କଳିଙ୍ଗ ଜାଗରଣ ବ୍ୟୁରୋ):- ଆଜି ଦିଲ୍ଲୀର ମୁସ୍ତାଫାବାଦ ଅଞ୍ଚଳରେ ଭୁଶୁଡିଲା ୪...

ଆଜି ଆଇପିଏଲ ୨୦୨୫ର ୩୨ତମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଦିଲ୍ଲୀର ଅରୁଣ ଜେଟ୍ଲୀ ଷ୍ଟାଡ଼ିୟମରେ ଖେଳାଯିବ।

ନୂଆଦିଲ୍ଲୀ,୧୬/୪(କଳିଙ୍ଗ ଜାଗରଣ ବ୍ୟୁରୋ):-ଆଜି ଆଇପିଏଲ ୨୦୨୫ର ୩୨ତମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ...

Topics

ଉତ୍ତର ପ୍ରଦେଶ ଅଯୋଧ୍ୟାରେ ରାମ ମନ୍ଦିରକୁ ଏକ ଧମକପୂର୍ଣ୍ଣ ଇ-ମେଲ ବାର୍ତ୍ତା ମିଳିଛି।

ନୂଆଦିଲ୍ଲୀ,୧୬/୪(କଳିଙ୍ଗ ଜାଗରଣ ବ୍ୟୁରୋ):-ଉତ୍ତର ପ୍ରଦେଶ ଅଯୋଧ୍ୟାରେ ରାମ ମନ୍ଦିରକୁ ବୋମା ଜରିଆରେ...

ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଘଟଣାର ତୀବ୍ର ନିନ୍ଦା କରିଛନ୍ତି।

ଭୁବନେଶ୍ୱର,୧୬/୪(କଳିଙ୍ଗ ଜାଗରଣ ବ୍ୟୁରୋ):-ବଲାଙ୍ଗିର ଜିଲ୍ଲା ପାଟଣାଗଡ ଠାରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି...
spot_img

Related Articles

Popular Categories

spot_imgspot_img