Saturday, September 13, 2025
17.4 C
London

ସଫେଇ କର୍ମଚାରୀଙ୍କୁ ନିର୍ମମ ହତ୍ୟା ଘଟଣାରେ ପୁଲିସ ୩ ଅଭିଯୁକ୍ତଙ୍କୁ ଅଟକ ରଖିଛି।

ଭୁବନେଶ୍ୱର,୦୮/୧(ଡି.ଏଚ୍.ବ୍ୟୁରୋ):-ଭୁବନେଶ୍ୱର ରସୁଲଗଡ-ବାଣୀବିହାରର ମୁଖ୍ୟ ରାସ୍ତା ଓଭରବ୍ରିଜ୍‌ ଉପରେ ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କୁ ନିର୍ମମ ହତ୍ୟା ଘଟଣାରେ ପୁଲିସ ୩ ଅଭିଯୁକ୍ତଙ୍କୁ ଅଟକ ରଖିଛି। ଏବଂ ହତ୍ୟାକାରୀ କେଦାରପଲ୍ଲୀ ଅଞ୍ଚଳର ବୋଲି ଜଣାପଡିଥିବାବେଳେ ସେ ବ୍ୟକ୍ତିଗତ ରାଗରୁ ହତ୍ୟାକାଣ୍ଡ କରିଛି ବୋଲି ସୂଚନା ମିଳିଛି ।ଏହାସହ ସହଦେବ ପୁଲିସ ମିତ୍ର ଭାବରେ କାମ କରୁଥିଲେ। ଏବଂ ଧଳା ଜହର ଆଦି ମାମଲା ବିଷୟରେ ସୂଚନା ଦେଉ ଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Hot this week

ପୁରୀ ଜିଲା ନିମାପଡାରେ ପରକୀୟା ପ୍ରୀତିର କରୁଣ ପରିଣତି ଦେଖିବାକୁ ମିଳିଛି ।

ନିମାପଡା,୧୧/୯(କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୀ ଜିଲା ନିମାପଡାରେ ପରକୀୟା ପ୍ରୀତିର କରୁଣ ପରିଣତି...

ନେପାଳରେ ଫସି ରହିଛନ୍ତି ୨୩ ଜଣ ଓଡିଆ ।

ନେପାଳ,୧୧/୯(କଳିଙ୍ଗ ଜାଗରଣ ବ୍ୟୁରୋ):-ନେପାଳରେ ହିଂସା ଜାରି ଥିବାବେଳେ ନେପାଳର ପଶୁପତିନାଥ ଦର୍ଶନ...

ଫୁଲଟା ଗଣେଷ ବିସର୍ଜନ ରେ ଡିଜେ ଘମାଘୋଟ, ବଜରଙ୍ଗୀ ଡିଜେ ଜବତ୍।

ବ୍ରହ୍ମପୁର,୦୯/୯(ଇ ରଞ୍ଜନ):- ବ୍ରହ୍ମପୁର ଉପକଣ୍ଠ ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗ୍ରାମ...

କୁକୁଡ଼ାଖଣ୍ଡି କଂଗ୍ରେସ ପକ୍ଷରୁ ସଙ୍ଗଠନ ସୁଜନ୍ ଅଭିଯାନ ଅନୁଷ୍ଟିତ l

କୁକୁଡ଼ାଖଣ୍ଡି ,୦୯/୯(ଇ ରଞ୍ଜନ):-କୁକୁଡ଼ାଖଣ୍ଡି ବ୍ଲକ କୁକୁଡ଼ାଖଣ୍ଡି ଇନ୍ଦିରା ଆବାସ ନିକଟରେ ଆଜି...

Topics

ପୁରୁଷ ହକି ଏସିଆ କପ୍ ୨୦୨୫ ଫାଇନଲ୍ ମ୍ୟାଚ୍ ରେ ଦକ୍ଷିଣ କୋରିଆକୁ ୪-୧ରେ ହରାଇ ଭାରତ ବିଜୟ ମୁକୁଟ ପିନ୍ଧିଛି।

ନୂଆଦିଲ୍ଲୀ,୦୮/୯(କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୁଷ ହକି ଏସିଆ କପ୍ ୨୦୨୫ ଫାଇନଲ୍ ମ୍ୟାଚ୍...

ଯାତ୍ରୀବାହୀ ଅଟୋକୁ ଆକ୍ରମଣ କଲା ହାତୀ ପଲ ।

ମୟୂରଭଞ୍ଜ,୦୮/୯(କଳିଙ୍ଗ ଜାଗରଣ ବ୍ୟୁରୋ):- ମୟୂରଭଞ୍ଜ ଜିଲ୍ଲା ବାରମାଇଲ-ଚିତ୍ରଡ଼ା ରାସ୍ତାର ଅସ୍ତିଆବନ୍ଧ ନିକଟରେ...

ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ଗାଁ ପାଖ ନାଳରୁ ଉଦ୍ଧାର ହୋଇଛି।

ଅନୁଗୁଳ ,୦୮/୯(କଳିଙ୍ଗ ଜାଗରଣ ବ୍ୟୁରୋ):- ଅନୁଗୁଳ ସଦର ଥାନା ଅଂଚଳରେ ଜଣେ...
spot_img

Related Articles

Popular Categories

spot_imgspot_img