Sunday, July 27, 2025
20.9 C
London

ଆଜି ସୁନ୍ଦରଗଡରେ ୧୨ ଘଣ୍ଟିଆ ବନ୍ଦ ଡାକରା।

ସୁନ୍ଦରଗଡ,୨୨/୧(କଳିଙ୍ଗ ଜାଗରଣ):-ଆଜି ସୁନ୍ଦରଗଡରେ ୧୨ ଘଣ୍ଟିଆ ବନ୍ଦ ଡାକରା। ତାମିଲନାଡୁ ନିର୍ଯ୍ୟାତିତ ଓଡିଆ ଯୁବତୀଙ୍କୁ ଫେରାଇ ଆଣିବା ଦାବିରେ କୋଶଳ ସମାଜ ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଥିବାବେଳେ ସହରର ସମସ୍ତ ଦୋକାନ ବଜାର ଏବଂ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଏବଂପତ୍ରାପାଲି ଛକରେ ଆନ୍ଦୋଳନକାରୀମାନେ ପିକେଟିଂ କରିଥିବା ଦେଖିବାକୁ ମିଳିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡିମୋଟର ଅଟକି ରହିଛି।

Hot this week

ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ ।

ଭୁବନେଶ୍ୱର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):-ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ...

୪୮୦ ବୋତଲ ନିଶା କଫ ସିରପ ଜବତ ସହ ଜଣେ ଯୁବକ ଗିରଫ ।

ସମ୍ବଲପୁର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):- ସମ୍ବଲପୁର ବରେଇପାଲି ଥାନା ଅନ୍ତର୍ଗତ ରାନୀବନ୍ଧ ପଡ଼ା...

ପୁରୀ ଜିଲ୍ଲା ଡେଲାଙ୍ଗ ଅଞ୍ଚଳରେ କୁକୁଡ଼ା ମଡ଼କ ଦେଖିବାକୁ ମିଳିଛି ।

ପିପିଲି,୦୯/୭((କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅର୍ନ୍ତଗତ ବେଗୁନିଆପଡା, ତରଡା,...

Topics

ଆଜି ରଥ ଉପରେ ମହାପ୍ରଭୁଙ୍କୁ ସୁନାବେଶ କରାଯିବ।

ପୁରୀ,୦୬/୭(କଳିଙ୍ଗ ଜାଗରଣ ବ୍ୟୁରୋ):-ସିଂହଦ୍ଵାର ସମ୍ମୁଖରେ ତିନି ରଥ l ଆଜି ରଥ...

ବେଆଇନ୍ ମଦ ବିକ୍ରି ଯୋଗୁଁ ଅଞ୍ଚଳରେ ଅପ୍ରିତିକର ପରିସ୍ଥିତି ବୃଦ୍ଧି l

ବ୍ରହ୍ମପୁର ,୦୬/୭(ଇ ରଞ୍ଜନ):-କୁକୁଡ଼ାଖଣ୍ଡି ବ୍ଲକ ବ୍ରହ୍ମପୁର ଉପକଣ୍ଠ ଜଗଦଳପୁର ଗ୍ରାମ ମେଡିକାଲ...
spot_img

Related Articles

Popular Categories

spot_imgspot_img