Monday, July 28, 2025
16.8 C
London

ଭିଜିଲାନ୍ସ ଜାଲରେ ମାଲକାନଗିରି ଜଳ ବିଭାଜନ ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ।

ମାଲକାନଗିରି,୦୫/୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ମାଲକାନଗିରି ଜଳ ବିଭାଜନ ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ବାଲିସାହିରେ ଥିବା ତାଙ୍କ ପୈତୃକ ଘର ସମେତ ଜୟପୁର, ମାଲକାନଗିରି ଓ ଭୁବନେଶ୍ୱରରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । ଏଥିସହ ମାଲକାନଗିରି ଜିଲ୍ଲାର ସରକାରୀ କାର୍ଯ୍ୟାଳୟ ସହ ସହକାରୀ ଯନ୍ତ୍ରୀ ମୋହନ ମଣ୍ଡଳ , ଡାଟା ଏଣ୍ଟ୍ରି ଅପରେଟର ବିଶ୍ବଜିତ ମଣ୍ଡଳ ଓ ଡବ୍ଲୁଏମଟି ଅମିଅ ସାହୁଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢାଉ କରୁଛି ।

Hot this week

ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ ।

ଭୁବନେଶ୍ୱର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):-ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ...

୪୮୦ ବୋତଲ ନିଶା କଫ ସିରପ ଜବତ ସହ ଜଣେ ଯୁବକ ଗିରଫ ।

ସମ୍ବଲପୁର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):- ସମ୍ବଲପୁର ବରେଇପାଲି ଥାନା ଅନ୍ତର୍ଗତ ରାନୀବନ୍ଧ ପଡ଼ା...

ପୁରୀ ଜିଲ୍ଲା ଡେଲାଙ୍ଗ ଅଞ୍ଚଳରେ କୁକୁଡ଼ା ମଡ଼କ ଦେଖିବାକୁ ମିଳିଛି ।

ପିପିଲି,୦୯/୭((କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅର୍ନ୍ତଗତ ବେଗୁନିଆପଡା, ତରଡା,...

Topics

ଆଜି ରଥ ଉପରେ ମହାପ୍ରଭୁଙ୍କୁ ସୁନାବେଶ କରାଯିବ।

ପୁରୀ,୦୬/୭(କଳିଙ୍ଗ ଜାଗରଣ ବ୍ୟୁରୋ):-ସିଂହଦ୍ଵାର ସମ୍ମୁଖରେ ତିନି ରଥ l ଆଜି ରଥ...

ବେଆଇନ୍ ମଦ ବିକ୍ରି ଯୋଗୁଁ ଅଞ୍ଚଳରେ ଅପ୍ରିତିକର ପରିସ୍ଥିତି ବୃଦ୍ଧି l

ବ୍ରହ୍ମପୁର ,୦୬/୭(ଇ ରଞ୍ଜନ):-କୁକୁଡ଼ାଖଣ୍ଡି ବ୍ଲକ ବ୍ରହ୍ମପୁର ଉପକଣ୍ଠ ଜଗଦଳପୁର ଗ୍ରାମ ମେଡିକାଲ...
spot_img

Related Articles

Popular Categories

spot_imgspot_img