Sunday, July 27, 2025
17.4 C
London

ଭାରସାମ୍ୟ ହରାଇ ବ୍ରିଜ ଉପରୁ ତଳକୁ ଅଧା ଝୁଲି ରହିଛି ବାଲି ବୋଝେଇ ହାଇଓ୍ବା।

ସମ୍ବଲପୁର,୧୦/୨(କଳିଙ୍ଗ ଜାଗରଣ ବ୍ୟୁରୋ):-ସମ୍ବଲପୁର ଜିଲ୍ଲା ରେଢାଖୋଲ ଥାନା ନିକଟରେ ଭାରସାମ୍ୟ ହରାଇ ବ୍ରିଜ ଉପରୁ ତଳକୁ ଅଧା ଝୁଲି ରହିଛି ବାଲି ବୋଝେଇ ହାଇଓ୍ବା। ତେବେ କ୍ୟାବିନରେ ଡ୍ରାଇଭର ଜଣକ ଚାପି ହୋଇ ରହିଥିବାବେଳେ ରେଢାଖୋଲ ପୁଲିସ୍ ଏବଂ ଅଗ୍ନିଶମବାହିନୀ ର ଉଦ୍ଧାର କାର୍ଯ୍ୟ ଜାରି । ଏବଂ ଉକ୍ତ ହାଇୱା ଟି ବୌଦ୍ଧ ମହାନଦୀରୁ ବାଲି ଧରି ରେଢାଖୋଲ ଆସୁଥିଲା ।

Hot this week

ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ ।

ଭୁବନେଶ୍ୱର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):-ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ...

୪୮୦ ବୋତଲ ନିଶା କଫ ସିରପ ଜବତ ସହ ଜଣେ ଯୁବକ ଗିରଫ ।

ସମ୍ବଲପୁର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):- ସମ୍ବଲପୁର ବରେଇପାଲି ଥାନା ଅନ୍ତର୍ଗତ ରାନୀବନ୍ଧ ପଡ଼ା...

ପୁରୀ ଜିଲ୍ଲା ଡେଲାଙ୍ଗ ଅଞ୍ଚଳରେ କୁକୁଡ଼ା ମଡ଼କ ଦେଖିବାକୁ ମିଳିଛି ।

ପିପିଲି,୦୯/୭((କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅର୍ନ୍ତଗତ ବେଗୁନିଆପଡା, ତରଡା,...

Topics

ଆଜି ରଥ ଉପରେ ମହାପ୍ରଭୁଙ୍କୁ ସୁନାବେଶ କରାଯିବ।

ପୁରୀ,୦୬/୭(କଳିଙ୍ଗ ଜାଗରଣ ବ୍ୟୁରୋ):-ସିଂହଦ୍ଵାର ସମ୍ମୁଖରେ ତିନି ରଥ l ଆଜି ରଥ...

ବେଆଇନ୍ ମଦ ବିକ୍ରି ଯୋଗୁଁ ଅଞ୍ଚଳରେ ଅପ୍ରିତିକର ପରିସ୍ଥିତି ବୃଦ୍ଧି l

ବ୍ରହ୍ମପୁର ,୦୬/୭(ଇ ରଞ୍ଜନ):-କୁକୁଡ଼ାଖଣ୍ଡି ବ୍ଲକ ବ୍ରହ୍ମପୁର ଉପକଣ୍ଠ ଜଗଦଳପୁର ଗ୍ରାମ ମେଡିକାଲ...
spot_img

Related Articles

Popular Categories

spot_imgspot_img