Thursday, June 4, 2026
14.6 C
London

ରାସ୍ତା ପାଶ୍ୱରୁ ଦୁଇଗୋଟି ଅଜଗର ସାପ ଉଦ୍ଧାର ହୋଇଛି l

କୁକୁଡାଖଣ୍ଡି,୧୩/୨(ଇ ରଞ୍ଜନ):-କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ଆମ୍ବଗଡ଼ ଗ୍ରାମ ମୁଖ୍ୟ ରାସ୍ତା ପାଶ୍ୱରୁ ଦୁଇଗୋଟି ଅଜଗର ସାପ ଉଦ୍ଧାର ହୋଇଛି l ସାପ ଦୁଇଟି ରାସ୍ତା ଅତିକ୍ରମ କରୁଥିବା ସମୟରେ ଲୋକ ଆକ୍ରମଣ କରୁଥିବା ଖବର ପାଇ ଆଞ୍ଚଳିକ ବିକାଶ ପରିଷଦର ସଭାପତି ସାଗର କୁମାର ପାତ୍ର ଓ ବିଜେନ୍ଦ୍ର ମାଝୀ ଘଟଣା ସ୍ଥଳରେ ପହଞ୍ଚି ସର୍ପ ମିତ୍ର ପି. ଅରବିନ୍ଦ ଦେଶୀ ବେହେରାଙ୍କୁ ଅବଗତ କରାଇଥିଲେl ଦେଶିବେହେରା ଘଟଣା ସ୍ଥଳରେ ପହଞ୍ଚି ଦୁଇ ଗୋଟି ଅଜଗର ସାପକୁ କୌଶଳ କ୍ରମେ ଉଦ୍ଧାର କରି ବ୍ରହ୍ମପୁର ପଶୁ ଚିକିତ୍ସାଳୟକୁ ନେଇଥିଲେ l ସେଠାରେ ଡାକ୍ତର ବିଭୁ ପ୍ରସାଦ ପଣ୍ଡା ସାପ ଦୁଇଟିର ପ୍ରାଥମିକ ଚିକିତ୍ସା କରି ବ୍ରହ୍ମପୁର ବନାଞ୍ଚଳ କର୍ମଚାରୀଙ୍କୁ ହସ୍ତାନ୍ତର କରିଥିଲେ lଏବଂ ଗୋଟିଏ ସାପର ଲମ୍ବ ପ୍ରାୟ ଦଶ ଫୁଟ ଓ ଅନ୍ୟ ଗୋଟିଏ ସାପର ଲମ୍ବ ଛଅ ଫୁଟ ଥିବା ଜଣା ପଡିଛି l

Hot this week

ନର୍ସିଂ ଛାତ୍ରଙ୍କୁ କଲେଜ କ୍ୟାମ୍ପସରୁ ଅପହରଣ ଘଟଣାରେ ଚାରିଜଣ ଅଭିଯୁକ୍ତ ଗିରଫ ।

ଭୁବନେଶ୍ୱର,୦୩।୦୬(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ଭରତପୁର ଥାନା ଅଧୀନ ଏକ ଘରୋଇ ବିଶ୍ୱବିଦ୍ୟାଳୟ...

ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି (ଆପ୍) ବିପୁଳ ବିଜୟ ହାସଲ କରିଛି।

ନୂଆଦିଲ୍ଲୀ,୩୦।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି...

ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ ।

ବ୍ରହ୍ମପୁର ୨୬।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ । ପ୍ଲଟ୍...

ଵ୍ରହ୍ମପୁରରେ ପୁଣି ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୃବୁତ୍ତ l

ଵ୍ରହ୍ମପୁର,୨୫।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଵ୍ରହ୍ମପୁର ବଡବ୍ଜ଼ାର ଥାନା ଅନ୍ତର୍ଗତ ହରିଡାଖଣ୍ଡି ଛକ ବିଚ...

ଡାଇମଣ୍ଡ’ ନାମକ ବସ୍ ସହ ଅଟୋର ମୁହାଁମୁହିଁ ଧକ୍କା,୬ ଜଣଙ୍କର ମୃତ୍ୟୁ l

ବ୍ରହ୍ମପୁର ୨୩।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ‘ଡାଇମଣ୍ଡ’...

Topics

ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁକୁ ପୁଲିସ ର ଏନକାଉଣ୍ଟର l

ବ୍ରହ୍ମପୁର,୨୧।୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରି ରୋଡରେ ଉମେଶ ରଥ ନାମକ ଯୁବକକୁ...

ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ଦୁର୍ବୃତ୍ତଙ୍କ ଆତଙ୍କରାଜ l

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ପୂର୍ବ ଶତ୍ରୁତାକୁ...

ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ୩ଜଣ ଅଭିଯୁକ୍ତକୁ ଗିରଫ କରିବା ସହ ୨ନାବାଳକକୁ ଅଟକ ରଖିଛି ।

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):--ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ସ୍ଥାନୀୟ ଓମ୍ ନଗର...
spot_img

Related Articles

Popular Categories

spot_imgspot_img