Thursday, December 18, 2025
10.6 C
London

ନୂଆଦିଲ୍ଲୀ ରେଳଷ୍ଟେସନରେ ମହାକୁମ୍ଭ ଯାତ୍ରୀଙ୍କ ଭିଡ ଯୋଗୁଁ ଦଳାଚକଟା,୧୮ ଜଣଙ୍କର ମୃତ୍ୟୁ ।

ନୂଆଦିଲ୍ଲୀ,୧୬/୨(କଳିଙ୍ଗ ଜାଗରଣ ବ୍ୟୁରୋ):-ନୂଆଦିଲ୍ଲୀ ରେଳଷ୍ଟେସନରେ ମହାକୁମ୍ଭ ଯାତ୍ରୀଙ୍କ ଭିଡ ଯୋଗୁଁ ଦଳାଚକଟା । ରେଳଷ୍ଟେସନରେ ଅସମ୍ଭାଳ ଭିଡ ଜନିତ ଠେଲାପେଲାରେ ପ୍ରାୟ ୧୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଗକୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି। ଏବଂ ମୃତକଙ୍କ ମଧ୍ୟରେ ୩ ଜଣ ଶିଶୁ ଏବଂ ୧୪ ଜଣ ମହିଳା ଥିବା ସୂଚନା । ସେପଟେ ରେଳ ବିଭାଗ ମୃତକଙ୍କ ପରିବାରକୁ ୧୦ ଲକ୍ଷ ,ଗୁରୁତରଙ୍କ ପାଇଁ ୨.୫ ଲକ୍ଷ ଏବଂ ଆହତଙ୍କୁ ୧ ଲକ୍ଷ ଆର୍ଥିକ ଅନୁକମ୍ପାମୂଳକ ରାଶି ଘୋଷଣା କରିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦେଶ ଦେଇଛନ୍ତି ।

Hot this week

ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ ।

ନୂଆଦିଲ୍ଲୀ,୧୭/ ୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ...

ଗଞ୍ଜାମକୁ ଫେରିଛନ୍ତି ବିଦେଶି ପକ୍ଷୀ l

ବ୍ରହ୍ମପୁର,୧୭/ ୧୨(ଇ ରଞ୍ଜନ):-ହିଞ୍ଜିଳି ବିଦେଶୀ ପକ୍ଷୀଙ୍କ ଓଡ଼ିଶା ଆଗମନ ଗଞ୍ଜାମ ସମରଝୋଳ...

ଗାଈ ମାଂସ ବିକ୍ରି ଉଦ୍ୟମ ଘଟଣାରେ ପୁଲିସ ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ...

ଧାନକଟା ମେସିନ୍ ରେ କଟି ଚାଷୀଙ୍କ ମୃତ୍ୟୁ ।

ବାଲେଶ୍ଵର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବାଲେଶ୍ଵର ଜିଲ୍ଲା ବର୍ଦ୍ଧନପୁର ଥାନା ନିକଟସ୍ଥ ସାହାଜ...

ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର ନିକଟରେ କାର୍ ଦୁର୍ଘଟଣା ।

ଛତ୍ରପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର...

Topics

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।

ଯାଜପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ବିକ୍ରମ ପଣ୍ଡାଙ୍କ ସମେତ ୫ ଜଣଙ୍କ ଜାମିନ ଆବେଦନର ଶୁଣାଣି ଆସନ୍ତା ୧୬ ତାରିଖକୁ ଧାର୍ଯ୍ୟ କରିଛନ୍ତି କୋର୍ଟ।

ବ୍ରହ୍ମପୁର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ସମ୍ପୃକ୍ତ ବିକ୍ରମ...

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ବିଧାନସଭାରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ...
spot_img

Related Articles

Popular Categories

spot_imgspot_img