Tuesday, December 16, 2025
10.8 C
London

ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପୁଲିସ ପୁଣି ୫ ଜଣଙ୍କୁ ଗିରଫ କରିଛି।

ଭୁବନେଶ୍ୱର,୨୧/୨(କଳିଙ୍ଗ ଜାଗରଣ ବ୍ୟୁରୋ):-କିଟ ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୁଲିସ। ବିଶ୍ୱବିଦ୍ୟାଳୟର ସୁରକ୍ଷା କର୍ମୀଙ୍କ ବ୍ୟତୀତ ଅନ୍ୟ କେତେଜଣ ବ୍ୟକ୍ତି ଛାତ୍ରଛାତ୍ରୀଙ୍କୁ ମାଡ଼ ମାରୁଥିବା ଏକ ଭିଡିଓ ପ୍ରଦର୍ଶିତ ହେଉଛି। ଯାହାକୁ ଆଧାର କରି ଇନ୍ଫୋସିଟି ପୁଲିସ ଆଜି ଅନ୍ୟ ୫ ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ୪ ଜଣ ବାଉନସର ଓ ଜଣେ ଫିଲଡ ଅଫିସର ଥିବା ଜଣାପଡିଛି। ଗିରଫ ହୋଇଥିବା ବାଉନସର ହେଉଛନ୍ତି ଅଜୟ ସ୍ବାଇଁ, ସରୋଜ ରାଉତରାୟ, ଚନ୍ଦନ ସ୍ବାଇଁ ଓ ସୁଧାଂଶୁ ଶେଖର ବେହେରା। ଆସିଷ୍ଟାଣ୍ଟ ଫିଲ୍ଡ ଅଫିସର ରମାକାନ୍ତ ସେଠୀଙ୍କୁ ମଧ୍ୟ ପୁଲିସ ଗିରଫ କରିଛି।

Hot this week

ଗାଈ ମାଂସ ବିକ୍ରି ଉଦ୍ୟମ ଘଟଣାରେ ପୁଲିସ ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ...

ଧାନକଟା ମେସିନ୍ ରେ କଟି ଚାଷୀଙ୍କ ମୃତ୍ୟୁ ।

ବାଲେଶ୍ଵର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବାଲେଶ୍ଵର ଜିଲ୍ଲା ବର୍ଦ୍ଧନପୁର ଥାନା ନିକଟସ୍ଥ ସାହାଜ...

ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର ନିକଟରେ କାର୍ ଦୁର୍ଘଟଣା ।

ଛତ୍ରପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।

ଯାଜପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ବିକ୍ରମ ପଣ୍ଡାଙ୍କ ସମେତ ୫ ଜଣଙ୍କ ଜାମିନ ଆବେଦନର ଶୁଣାଣି ଆସନ୍ତା ୧୬ ତାରିଖକୁ ଧାର୍ଯ୍ୟ କରିଛନ୍ତି କୋର୍ଟ।

ବ୍ରହ୍ମପୁର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ସମ୍ପୃକ୍ତ ବିକ୍ରମ...

Topics

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ବିଧାନସଭାରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ...

ନିଜକୁ ଭିଜିଲାନ୍ସ ଅଧିକାରୀ କହି ଦୁଇ ଅଭିଯୁକ୍ତ ଗିରଫ ହୋଇଛନ୍ତି ।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ନିଜକୁ ଭିଜିଲାନ୍ସ ଅଧିକାରୀ କହି ଟଙ୍କା ଆଦାୟ...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କ ୯୦ବର୍ଷ ବୟସରେ ପରଲୋକ ହୋଇଛି ।

ନୂଆଦିଲ୍ଲୀ,୧୨/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ପ୍ରବୀଣ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ...
spot_img

Related Articles

Popular Categories

spot_imgspot_img