Monday, July 28, 2025
18.7 C
London

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକର ସହକାରୀ କୃଷି ଅଧିକାରୀ ଏବଂ ବ୍ଲକ ଟେକ୍ନୋଲୋଜି ମ୍ୟାନେଜର ।

ନବରଙ୍ଗପୁର,୨୪/୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକର ସହକାରୀ କୃଷି ଅଧିକାରୀ ନୀଳକଣ୍ଡ ପରିଡ଼ା ଏବଂ ବ୍ଲକ ଟେକ୍ନୋଲୋଜି ମ୍ୟାନେଜର (ବିଟିଏମ) ସୁରେନ୍ଦ୍ରସିଂହ ବୁନ୍ଦେଲା। ସେମାନେ ଜଳନିଧି ଯୋଜନାରେ ଏକ ନଳକୂପ ବସାଇବା ଲାଗି ଜଣେ ହିତାଧିକାରୀଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ହିତାଧିକାରୀଙ୍କୁ ସବସିଡି ପ୍ରଦାନ ଲାଗି ୫ ହଜାର ଟଙ୍କା ଲାଞ୍ଚ ଦାବି କରାଯାଇଥିଲା।

Hot this week

ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ ।

ଭୁବନେଶ୍ୱର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):-ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ...

୪୮୦ ବୋତଲ ନିଶା କଫ ସିରପ ଜବତ ସହ ଜଣେ ଯୁବକ ଗିରଫ ।

ସମ୍ବଲପୁର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):- ସମ୍ବଲପୁର ବରେଇପାଲି ଥାନା ଅନ୍ତର୍ଗତ ରାନୀବନ୍ଧ ପଡ଼ା...

ପୁରୀ ଜିଲ୍ଲା ଡେଲାଙ୍ଗ ଅଞ୍ଚଳରେ କୁକୁଡ଼ା ମଡ଼କ ଦେଖିବାକୁ ମିଳିଛି ।

ପିପିଲି,୦୯/୭((କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅର୍ନ୍ତଗତ ବେଗୁନିଆପଡା, ତରଡା,...

Topics

ଆଜି ରଥ ଉପରେ ମହାପ୍ରଭୁଙ୍କୁ ସୁନାବେଶ କରାଯିବ।

ପୁରୀ,୦୬/୭(କଳିଙ୍ଗ ଜାଗରଣ ବ୍ୟୁରୋ):-ସିଂହଦ୍ଵାର ସମ୍ମୁଖରେ ତିନି ରଥ l ଆଜି ରଥ...

ବେଆଇନ୍ ମଦ ବିକ୍ରି ଯୋଗୁଁ ଅଞ୍ଚଳରେ ଅପ୍ରିତିକର ପରିସ୍ଥିତି ବୃଦ୍ଧି l

ବ୍ରହ୍ମପୁର ,୦୬/୭(ଇ ରଞ୍ଜନ):-କୁକୁଡ଼ାଖଣ୍ଡି ବ୍ଲକ ବ୍ରହ୍ମପୁର ଉପକଣ୍ଠ ଜଗଦଳପୁର ଗ୍ରାମ ମେଡିକାଲ...
spot_img

Related Articles

Popular Categories

spot_imgspot_img