Monday, December 15, 2025
10.8 C
London

ବିଜେଡି ପକ୍ଷରୁ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ l

ଭୁବନେଶ୍ୱର,୦୫/୩(କଳିଙ୍ଗ ଜାଗରଣ ବ୍ୟୁରୋ):- ଭୁବନେଶ୍ୱର ବିମାନବନ୍ଦର ଛକ ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିଜେଡି ପକ୍ଷରୁ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ l ମାର୍ଚ୍ଚ ୫ ପରିବର୍ତ୍ତେ ଏପ୍ରିଲ୍ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ତୀବ୍ର ପ୍ରତିବାଦ କରିବା ସହ  ଏପରି ନିଷ୍ପତ୍ତି ଦୁର୍ଭାଗ୍ୟଜନକ ଓ ରାଜ୍ୟ ସରକାରଙ୍କ ସଂକୀର୍ଣ୍ଣ ମନୋଭାବର ପରିଚୟ ବୋଲି ବିଜେଡି ଦଳ ପକ୍ଷରୁ କୁହାଯାଇଛି। ଏବଂ ମାର୍ଚ୍ଚ ୬ ତାରିଖରେ ରାଜ୍ୟବ୍ୟାପୀ ପ୍ରତିବାଦ ସଭା ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି।

Hot this week

ଗାଈ ମାଂସ ବିକ୍ରି ଉଦ୍ୟମ ଘଟଣାରେ ପୁଲିସ ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ...

ଧାନକଟା ମେସିନ୍ ରେ କଟି ଚାଷୀଙ୍କ ମୃତ୍ୟୁ ।

ବାଲେଶ୍ଵର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବାଲେଶ୍ଵର ଜିଲ୍ଲା ବର୍ଦ୍ଧନପୁର ଥାନା ନିକଟସ୍ଥ ସାହାଜ...

ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର ନିକଟରେ କାର୍ ଦୁର୍ଘଟଣା ।

ଛତ୍ରପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।

ଯାଜପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ବିକ୍ରମ ପଣ୍ଡାଙ୍କ ସମେତ ୫ ଜଣଙ୍କ ଜାମିନ ଆବେଦନର ଶୁଣାଣି ଆସନ୍ତା ୧୬ ତାରିଖକୁ ଧାର୍ଯ୍ୟ କରିଛନ୍ତି କୋର୍ଟ।

ବ୍ରହ୍ମପୁର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ସମ୍ପୃକ୍ତ ବିକ୍ରମ...

Topics

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ବିଧାନସଭାରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ...

ନିଜକୁ ଭିଜିଲାନ୍ସ ଅଧିକାରୀ କହି ଦୁଇ ଅଭିଯୁକ୍ତ ଗିରଫ ହୋଇଛନ୍ତି ।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ନିଜକୁ ଭିଜିଲାନ୍ସ ଅଧିକାରୀ କହି ଟଙ୍କା ଆଦାୟ...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କ ୯୦ବର୍ଷ ବୟସରେ ପରଲୋକ ହୋଇଛି ।

ନୂଆଦିଲ୍ଲୀ,୧୨/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ପ୍ରବୀଣ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ...
spot_img

Related Articles

Popular Categories

spot_imgspot_img