ଯୋଗିଆପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବl

କୁକୁଡାଖଣ୍ଡି,୦୯/୩(ଇ.ରଞ୍ଜନ):-ବ୍ରହ୍ମପୁର ଉପକଣ୍ଠସ୍ଥ ଯୋଗିଆପଲ୍ଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୭୪ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ସୁଶାନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଯାଇଅଛି l ଏଥିରେ ସମ୍ମାନିତ ଅତିଥି ଭାବେ ଗୁରୁଣ୍ଠି ଗ୍ରାମ ପଞ୍ଚାୟତ ସରପଞ୍ଚ ବି ମାଗତା ପାତ୍ର ଓ ସମିତି ସଭ୍ୟା କେ ରାଜଲକ୍ଷ୍ମୀ ଦାସ, ମୁଖ୍ୟ ବକ୍ତା ଶିକ୍ଷାବିତ କେ କ୍ରିଷ୍ଣା ମୂର୍ତ୍ତୀ, ଅତିଥି ଭାବେ ଗୁରୁଣ୍ଠି ସି ଆର ସି ସି ଚିତ୍ରସେନ ଦାସ, ପ୍ରକୃତି ବନ୍ଧୁ ବନମାଳୀ ପ୍ରଧାନ, ଶିକ୍ଷକ ସଂଘ ସଭପତି ସାରଥୀ ପାତ୍ର, ଶିକ୍ଷକ ରାଜକିଶୋର ମିଶ୍ର, ଗଦାଧର ସେଠୀ, ଚନ୍ଦ୍ରଭାନୁ ନାୟକ, ଶିକ୍ଷୟତ୍ରୀ ଏ ପୁଷ୍ପଲତା, ରଶ୍ମିତା ପାତ୍ର ଯୋଗ ଦେଇଥିଲେ l ଏହି ଅବସରରେ ଅତିଥି ମାନଙ୍କ ଦ୍ଵାରା ବିଦ୍ୟାଳୟର “ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ” ପ୍ରକୋଷ୍ଟକୁ ଉଦଘାଟନ କରିଥିଲେ l ବିଦ୍ୟାଳୟର ତୃତୀୟ ବାର୍ଷିକ ସଂସ୍କରଣ ମୁଖପାତ୍ର “ସଂକଳ୍ପ” ଉନ୍ମୋଚିତ ହୋଇଥିଲା l ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଚାତ୍ର ଛାତ୍ରୀ ମାନକୁ ପୁରସ୍କୃତ କରାଯାଇଥିଲା ପ୍ରକୃତିବନ୍ଧୁ ଶ୍ରୀ ପ୍ରଧାନ ଅତିଥିମାନଙ୍କୁ ଚାର ଗଛ ଉପହାର ଦେଇ ଗଛର ମହତ୍ତ୍ଵ ଉପରେ ଆଲୋକପାତ କରିଥିଲେ l ଶେଷରେ ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ପ୍ରସ୍ତୁତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା l କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସଂଯୁକ୍ତା ରାଉତ ପରିଚାଳନା କରିଥିବା ବେଳେ ପରିଚାଳନା କମିଟି ସଭ୍ୟା ସଭ୍ୟ ସହ ସମସ୍ତ ଶିକ୍ଷୟତ୍ରୀ ସହଯୋଗ କରିଥିଲେ l

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img