Friday, September 12, 2025
18.7 C
London

ଅବକାରୀ ବିଭାଗ ଉପରେ ଅତର୍କିତ ଆକ୍ରମଣ l

କବିସୂର୍ଯ୍ୟନଗର,୧୩/୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଆଠଗଡ଼ପାଟଣା ଗ୍ରାମରେ ଅବକାରୀ ବିଭାଗଉପରେ ଅତର୍କିତ ଆକ୍ରମଣ l ବେଆଇନ ମଦ ଧରପଗଡ଼ କରିବାକୁ ଯାଇ ୫ ଜଣ କର୍ମଚାରୀ ଠେଙ୍ଗା ଓ ପଥର ମାଡ଼ ଖାଇ ଲହୁଲୁହାଣ ହୋଇଛନ୍ତି । ଫଳରେ କବିସୂର୍ଯ୍ୟନଗର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଛି। ଗାଁରେ ବେଆଇନ ମଦ କାରବାର ଚାଲିଥିବା ନେଇ ଅବକାରୀ ବିଭାଗ ଜିଲ୍ଲା ମୁଖ୍ୟାଳୟ ଛତ୍ରପୁରରୁ ଏକ ଟିମ୍ ସେଠାରେ ଚଢ଼ଉ କରିଥିଲା।

Hot this week

ପୁରୀ ଜିଲା ନିମାପଡାରେ ପରକୀୟା ପ୍ରୀତିର କରୁଣ ପରିଣତି ଦେଖିବାକୁ ମିଳିଛି ।

ନିମାପଡା,୧୧/୯(କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୀ ଜିଲା ନିମାପଡାରେ ପରକୀୟା ପ୍ରୀତିର କରୁଣ ପରିଣତି...

ନେପାଳରେ ଫସି ରହିଛନ୍ତି ୨୩ ଜଣ ଓଡିଆ ।

ନେପାଳ,୧୧/୯(କଳିଙ୍ଗ ଜାଗରଣ ବ୍ୟୁରୋ):-ନେପାଳରେ ହିଂସା ଜାରି ଥିବାବେଳେ ନେପାଳର ପଶୁପତିନାଥ ଦର୍ଶନ...

ଫୁଲଟା ଗଣେଷ ବିସର୍ଜନ ରେ ଡିଜେ ଘମାଘୋଟ, ବଜରଙ୍ଗୀ ଡିଜେ ଜବତ୍।

ବ୍ରହ୍ମପୁର,୦୯/୯(ଇ ରଞ୍ଜନ):- ବ୍ରହ୍ମପୁର ଉପକଣ୍ଠ ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗ୍ରାମ...

କୁକୁଡ଼ାଖଣ୍ଡି କଂଗ୍ରେସ ପକ୍ଷରୁ ସଙ୍ଗଠନ ସୁଜନ୍ ଅଭିଯାନ ଅନୁଷ୍ଟିତ l

କୁକୁଡ଼ାଖଣ୍ଡି ,୦୯/୯(ଇ ରଞ୍ଜନ):-କୁକୁଡ଼ାଖଣ୍ଡି ବ୍ଲକ କୁକୁଡ଼ାଖଣ୍ଡି ଇନ୍ଦିରା ଆବାସ ନିକଟରେ ଆଜି...

Topics

ପୁରୁଷ ହକି ଏସିଆ କପ୍ ୨୦୨୫ ଫାଇନଲ୍ ମ୍ୟାଚ୍ ରେ ଦକ୍ଷିଣ କୋରିଆକୁ ୪-୧ରେ ହରାଇ ଭାରତ ବିଜୟ ମୁକୁଟ ପିନ୍ଧିଛି।

ନୂଆଦିଲ୍ଲୀ,୦୮/୯(କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୁଷ ହକି ଏସିଆ କପ୍ ୨୦୨୫ ଫାଇନଲ୍ ମ୍ୟାଚ୍...

ଯାତ୍ରୀବାହୀ ଅଟୋକୁ ଆକ୍ରମଣ କଲା ହାତୀ ପଲ ।

ମୟୂରଭଞ୍ଜ,୦୮/୯(କଳିଙ୍ଗ ଜାଗରଣ ବ୍ୟୁରୋ):- ମୟୂରଭଞ୍ଜ ଜିଲ୍ଲା ବାରମାଇଲ-ଚିତ୍ରଡ଼ା ରାସ୍ତାର ଅସ୍ତିଆବନ୍ଧ ନିକଟରେ...

ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ଗାଁ ପାଖ ନାଳରୁ ଉଦ୍ଧାର ହୋଇଛି।

ଅନୁଗୁଳ ,୦୮/୯(କଳିଙ୍ଗ ଜାଗରଣ ବ୍ୟୁରୋ):- ଅନୁଗୁଳ ସଦର ଥାନା ଅଂଚଳରେ ଜଣେ...
spot_img

Related Articles

Popular Categories

spot_imgspot_img