Saturday, December 13, 2025
4.5 C
London

ଆସନ୍ତା ୨୪ ଏବଂ ୨୫ ତାରିଖରେ ବନ୍ଦ ରହିବ ବ୍ୟାଙ୍କ।

ନୂଆଦିଲ୍ଲୀ,୧୮/୩(କଳିଙ୍ଗ ଜାଗରଣ ବ୍ୟୁରୋ):- ଆସନ୍ତା ୨୪ ଏବଂ ୨୫ ତାରିଖରେ ବନ୍ଦ ରହିବ ବ୍ୟାଙ୍କ। ବ୍ୟାଙ୍କିଙ୍ଗ କ୍ଷେତ୍ରରେ ୫ ଦିନର କାର୍ଯ୍ୟ ସପ୍ତାହ, ସମସ୍ତ କ୍ୟାଡରରେ ପର୍ଯ୍ୟାପ୍ତ ନିଯୁକ୍ତି, ଅସ୍ଥାୟୀ କର୍ମଚାରୀଙ୍କ ନିଯୁକ୍ତିକୁ ନିୟମିତ କରିବା ଆଦି ୯ ଦଫା ଦାବି ନେଇ (ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ) ପକ୍ଷରୁ ରାଜ୍ୟବ୍ୟାପୀ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଛି। ୬ ହଜାର ବ୍ୟାଙ୍କ ଶାଖାର ୩୭ ହଜାର କର୍ମଚାରୀ ଏହି ଧର୍ମଘଟରେ ସାମିଲ ହେବେ।

Hot this week

ବିକ୍ରମ ପଣ୍ଡାଙ୍କ ସମେତ ୫ ଜଣଙ୍କ ଜାମିନ ଆବେଦନର ଶୁଣାଣି ଆସନ୍ତା ୧୬ ତାରିଖକୁ ଧାର୍ଯ୍ୟ କରିଛନ୍ତି କୋର୍ଟ।

ବ୍ରହ୍ମପୁର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ସମ୍ପୃକ୍ତ ବିକ୍ରମ...

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ବିଧାନସଭାରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ...

ନିଜକୁ ଭିଜିଲାନ୍ସ ଅଧିକାରୀ କହି ଦୁଇ ଅଭିଯୁକ୍ତ ଗିରଫ ହୋଇଛନ୍ତି ।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ନିଜକୁ ଭିଜିଲାନ୍ସ ଅଧିକାରୀ କହି ଟଙ୍କା ଆଦାୟ...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କ ୯୦ବର୍ଷ ବୟସରେ ପରଲୋକ ହୋଇଛି ।

ନୂଆଦିଲ୍ଲୀ,୧୨/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ପ୍ରବୀଣ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ...

ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା l

ନୂଆଦିଲ୍ଲୀ,୧୨/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ...

Topics

ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ଥିବା ବେଳେ ୧୦ ଡିଗ୍ରୀ ତଳେ ରହିଛି ୧୬ ସହରର ତାପମାତ୍ରା।

ଭୁବନେଶ୍ୱର,୧୨/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ଥିବା ବେଳେ ୧୦...

ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ସମେତ ୫ଜଣକର ଜାମିନ ଆବେଦନର ଶୁଣାଣି ହେବ ।

ବ୍ରହ୍ମପୁର,୧୦/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ...

ଭୁବନେଶ୍ଵର ଲୋୟର ପିଏମ୍ ଜିରେ ଆନ୍ଦୋଳନ ସ୍ଥଗିତ ।

ଭୁବନେଶ୍ଵର,୧୦/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ଵର ଲୋୟର ପିଏମ୍ ଜିରେ ନିଖିଳ ଓଡ଼ିଶା ମଧ୍ୟାହ୍ନ...
spot_img

Related Articles

Popular Categories

spot_imgspot_img