ବିଶ୍ୱ ଘର ଚଟିଆ ଦିବସ ପାଳିତ l

ବ୍ରହ୍ମପୁର (କଳିଙ୍ଗ ଜାଗରଣ ବ୍ୟୁରୋ):- ପ୍ରତିବର୍ଷ ମାର୍ଚ୍ଚ ମାସ କୋଡିଏ ତାରିଖକୁ ସାରା ବିଶ୍ୱବ୍ୟାପୀ ଘର ଚଟିଆ ସୁରକ୍ଷା ପାଇଁ ଉତ୍ସଗ୍ର ହୋଇଛି l ଘର ଚଟିଆ ବଂଶ ସୁରକ୍ଷା ପାଇଁ ବିଭିନ୍ନ ଅନୁଷ୍ଠାନ ବର୍ଷ ବ୍ୟାପି ଅହରହ ଉଦ୍ୟମ ଚଳାଇଛନ୍ତି l ଗଞ୍ଜାମ ଜିଲ୍ଲା ଗୁଣ୍ଠବନ୍ଧ ଗ୍ରାମର ଆଞ୍ଚଳିକ ବିକାଶ ପରିଷଦ ଦୀର୍ଘ ବାର ବର୍ଷ ଧରି ଘର ଚଟିଆ ସୁରକ୍ଷା ପାଇଁ ଗଞ୍ଜାମ, ଗଜପତି ଓ ଜଗତସିଂହପୁର ଜିଲ୍ଲର ବିଭିନ୍ନ ସ୍ଥାନରେ ସୁରକ୍ଷା ଓ ସଂରକ୍ଷଣ ଦିଗରେ କାର୍ଯ୍ୟକ୍ରମ କରିଆସୁଛି, ସଂରକ୍ଷଣ ଦ୍ୱାରା ସେମାନଙ୍କ ବଂଶ ବୃଦ୍ଧି ଘଟିଛି l ଆଜି ବିଶ୍ୱ ଘର ଚଟିଆ ଦିବସ ଉପଲକ୍ଷେ ଆଞ୍ଚଳିକ ବିକାଶ ପରିଷଦ ତରଫରୁ କୁକୁଡାଖଣ୍ଡି ବ୍ଲକର ଅନନ୍ତାଇ ଗ୍ରାମରେ ବିଶ୍ବ ଘର ଚଟିଆ ଦିବସ ସଭାପତି ସାଗର କୁମାର ପାତ୍ରଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ସହକାରୀ ବନ ସଂରକ୍ଷକ ସସ୍ମିତା ବିଶ୍ୱାଳ ଯୋଗ ଦେଇ କାର୍ଯ୍ୟକ୍ରମର ମୁଖ୍ୟ ଉଦେଶ୍ୟ ଓ ଆବଶକ୍ୟତା ବିଷୟରେ ଲୋକଙ୍କୁ ବୁଝାଇ ଥିଲେ l

ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ପ୍ରତିନିଧି କାମେଶ୍ୱର ବିଶ୍ୱାଳ, ସମିତିସଭ୍ୟା ନିରୁପମା ପାତ୍ର,ଭାରତୀୟ ଜୀବନ ବୀମା ନିଗମ ସମ୍ପଦ ପ୍ରବନ୍ଧକ ଅଧିକାରୀ ସଞ୍ଜୟ ସାମନ୍ତରାୟ ସମାଜସେବୀ କିଶୋର ଚନ୍ଦ୍ର ପାତ୍ର ସମାଜସେବୀ ପଦ୍ମନାଭ ଦାସ ପ୍ରମୁଖ ମଞ୍ଚାସିନ ଥିଲେ l ସହକାରୀ ବନ ନିରୀକ୍ଷକଙ୍କ ଉପସ୍ଥିତି ରେ ଗ୍ରାମବାସୀ ମାନଙ୍କୁ କୃତିମ ବାସ, ଖାଦ୍ୟ ସ୍ଥଳୀ ଓ ପକ୍ଷୀ ପଶୁ ଙ୍କ ତୃଷ୍ଣା ନିବାରଣ ନିମନ୍ତେ ପାଣି ପାତ୍ର ବଣ୍ଟନ କରାଯିବା ସଙ୍ଗେ ସଙ୍ଗେ ଲୋକଙ୍କ ଦୁଆର ମୁହଁରେ କୃତିମ ବସା ସ୍ଥାପନ କରାଯାଇଥିଲା l ସ୍ବେଛାସେବୀ ସଞ୍ଜୟ ପାତ୍ରଙ୍କ ଉଦ୍ୟମରେ ଗ୍ରାମରେ ପ୍ରବଳ ଗ୍ରୀଷ୍ମ ଦାଉରୁ ପଶୁ ପକ୍ଷୀଙ୍କ ତୃଷ୍ଣା ନିବାରଣ ନିମନ୍ତେ ଜଳ କୁଣ୍ଡ ଆରମ୍ଭ କରାଯାଇଛି l ଏହି କାର୍ଯ୍ୟକ୍ରମରେ ସମ୍ପାଦକ ବିଜେନ୍ଦ୍ର ମାଝୀ, କୋଷାଧକ୍ଷ ଧର୍ମରାଜ ପାତ୍ର,ସଞ୍ଜୟ ପାତ୍ର,ନଳିନୀ କାନ୍ତ ପରିଡା, ପୁରୁଷୋତ୍ତମ ସ୍ୱାଇଁ, ଅର୍ଜୁନ ଗୌଡ଼, ରଞ୍ଜନ ବେହେରା, ଲିଙ୍ଗରାଜ ଅଚାରୀ, ଶ୍ରୀକାନ୍ତ ମହାନ୍ତି, ବନମାଳୀ ପ୍ରଧାନ, ଅରବିନ୍ଦ ଦେଶିବେହେରା ବ୍ରହ୍ମପୁର ସବୁଜ ବାହିନୀର ସଭାପତି ଶିବରାମ ପାଣିଗ୍ରାହୀ,ରବୀନ୍ଦ୍ର ସାହାଣୀ ଓ ସ୍ଥାନୀୟ ଗ୍ରାମବାସୀ ଯୋଗ ଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img