Sunday, September 14, 2025
16.2 C
London

ଭିଜିଲାନ୍ସ ଜାଲରେ ଗଂଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଅଧୀନ ରାଧାଦେଇପୁର ପଞ୍ଚାୟତର ପିଇଓ କ୍ଷେତ୍ରମୋହନ ନାୟକ l

ବ୍ରହ୍ମପୁର,୨୨/୩(କଳିଙ୍ଗ ଜାଗରଣ ବ୍ୟୁରୋ):- ଭିଜିଲାନ୍ସ ଜାଲରେ ଗଂଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଅଧୀନ ରାଧାଦେଇପୁର ପଞ୍ଚାୟତର ପିଇଓ କ୍ଷେତ୍ରମୋହନ ନାୟକ l ସେ ସରକାରୀ ଅର୍ଥରେ ବେଟିଂ କରିବା ଗେମିଂ ଆପ୍ ରେ ଖେଳିବା ଅଭିଯୋଗରେ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି ।ଏବଂ ସେ କ୍ଷମତାର ଅପବ୍ୟବହାର ସହ ସରପଞ୍ଚଙ୍କ ନକଲି ଦସ୍ତଖତରେ ଟଙ୍କା ହଡ଼ପ କରି ଏହି କ୍ରିକେଟ୍ ଓ ଗେମିଂ ଆପ୍ ରେ ବେଟିଂ କରୁଥିଲେ।

Hot this week

ପୁରୀ ଜିଲା ନିମାପଡାରେ ପରକୀୟା ପ୍ରୀତିର କରୁଣ ପରିଣତି ଦେଖିବାକୁ ମିଳିଛି ।

ନିମାପଡା,୧୧/୯(କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୀ ଜିଲା ନିମାପଡାରେ ପରକୀୟା ପ୍ରୀତିର କରୁଣ ପରିଣତି...

ନେପାଳରେ ଫସି ରହିଛନ୍ତି ୨୩ ଜଣ ଓଡିଆ ।

ନେପାଳ,୧୧/୯(କଳିଙ୍ଗ ଜାଗରଣ ବ୍ୟୁରୋ):-ନେପାଳରେ ହିଂସା ଜାରି ଥିବାବେଳେ ନେପାଳର ପଶୁପତିନାଥ ଦର୍ଶନ...

ଫୁଲଟା ଗଣେଷ ବିସର୍ଜନ ରେ ଡିଜେ ଘମାଘୋଟ, ବଜରଙ୍ଗୀ ଡିଜେ ଜବତ୍।

ବ୍ରହ୍ମପୁର,୦୯/୯(ଇ ରଞ୍ଜନ):- ବ୍ରହ୍ମପୁର ଉପକଣ୍ଠ ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗ୍ରାମ...

କୁକୁଡ଼ାଖଣ୍ଡି କଂଗ୍ରେସ ପକ୍ଷରୁ ସଙ୍ଗଠନ ସୁଜନ୍ ଅଭିଯାନ ଅନୁଷ୍ଟିତ l

କୁକୁଡ଼ାଖଣ୍ଡି ,୦୯/୯(ଇ ରଞ୍ଜନ):-କୁକୁଡ଼ାଖଣ୍ଡି ବ୍ଲକ କୁକୁଡ଼ାଖଣ୍ଡି ଇନ୍ଦିରା ଆବାସ ନିକଟରେ ଆଜି...

Topics

ପୁରୁଷ ହକି ଏସିଆ କପ୍ ୨୦୨୫ ଫାଇନଲ୍ ମ୍ୟାଚ୍ ରେ ଦକ୍ଷିଣ କୋରିଆକୁ ୪-୧ରେ ହରାଇ ଭାରତ ବିଜୟ ମୁକୁଟ ପିନ୍ଧିଛି।

ନୂଆଦିଲ୍ଲୀ,୦୮/୯(କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୁଷ ହକି ଏସିଆ କପ୍ ୨୦୨୫ ଫାଇନଲ୍ ମ୍ୟାଚ୍...

ଯାତ୍ରୀବାହୀ ଅଟୋକୁ ଆକ୍ରମଣ କଲା ହାତୀ ପଲ ।

ମୟୂରଭଞ୍ଜ,୦୮/୯(କଳିଙ୍ଗ ଜାଗରଣ ବ୍ୟୁରୋ):- ମୟୂରଭଞ୍ଜ ଜିଲ୍ଲା ବାରମାଇଲ-ଚିତ୍ରଡ଼ା ରାସ୍ତାର ଅସ୍ତିଆବନ୍ଧ ନିକଟରେ...

ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ଗାଁ ପାଖ ନାଳରୁ ଉଦ୍ଧାର ହୋଇଛି।

ଅନୁଗୁଳ ,୦୮/୯(କଳିଙ୍ଗ ଜାଗରଣ ବ୍ୟୁରୋ):- ଅନୁଗୁଳ ସଦର ଥାନା ଅଂଚଳରେ ଜଣେ...
spot_img

Related Articles

Popular Categories

spot_imgspot_img