ବିଜେପି ଦିଗପହଣ୍ଡି ପକ୍ଷରୁ ହିନ୍ଦୁ ନବବର୍ଷ ନିମନ୍ତେ ବନ୍ଧୁମିଳନ l

ଦିଗପହଣ୍ଡି,୩୧/୩(ଡ଼ି.ଏଚ ବ୍ୟୁରୋ):-ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖେମୁଣ୍ଡି କାଳୁଆ ମନ୍ଦିର ପରିସରରେ ବିଜେପି ପକ୍ଷରୁ ହିନ୍ଦୁ ନବବର୍ଷ ପାଳନ ସହ ବନ୍ଧୁମିଳନ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଭିନ୍ନ ପଞ୍ଚାୟତର ବରିଷ୍ଠ କାର୍ଯ୍ୟକର୍ତ୍ତା, ମଣ୍ଡଳ ସଭାପତି ଓ ଦଳୀୟକର୍ମୀ ପାଳନ କରିଛନ୍ତି l ହିନ୍ଦୁ ନବବର୍ଷ । ଅଙ୍କୁଶପୁର ମଣ୍ଡଳ ସଭାପତି ଏ ବାବୁଲା ପାତ୍ରଙ୍କ ନେତୃତ୍ୱ ରେ ସଭାର ଅୟୋଜନ ଓ ପରିଚାଳନା କରିଥିଲେ । ସାଂଗଠନିକ କାର୍ଯ୍ୟକଳାପ ଏବଂ ଆଗାମୀ ୨୦୨୭ ପଞ୍ଚାୟତ ନିର୍ବାଚନ ରେ ଦଳର ସଂଘଠନିକ ସ୍ଥିତି କୁ ସୁଦୃଢ କରି ନିର୍ବାଚନ ବୈତରଣୀ ରେ ବିଜେପିର ସ୍ଥିତି କୁ ମଜବୁତ କରିବା ନେଇ ବୈଠକ ରେ ଆଲୋଚନା ମୁଖ୍ୟ ପ୍ରସଙ୍ଗ ପାଲଟିଛି । ସଙ୍ଗଠନକୁ ସୁଦୃଢ କରିବା ଏବଂ ଜନସାଧାରଣଙ୍କ ମୌଳିକ ସମସ୍ୟା ର ସମାଧାନ ନିମନ୍ତେ ଆଲୋଚନା ହେଇଥିଲା । ପ୍ରଥମେ ବନ୍ଦେଉତ୍କଳ ଜନନୀ ଗାନ କରି ସଭା କାର୍ଯ୍ୟ ଆରମ୍ଭ ହୋଇଥଲା । ଉକ୍ତ ସଭାରେ କୃଷକମୋର୍ଚ୍ଚା ସଭାପତି ଚିନ୍ମୟ ନନ୍ଦ ମହାରାଜ, ପରେଶ୍ ଚନ୍ଦ୍ର ରଥ,ସାଂସଦ ପ୍ରତିନିଧି ହରିବନ୍ଧୁ ରେଡ୍ଡୀ, ଦିପକ ମହାପାତ୍ର, ଲଳିତ ମୋହନ ବିଷୋୟୀ, ମିଟୁ ଦୋରା, ଶଶାଙ୍କ କର, ଅରୁଣ ଗୌଡ଼, କୁଞ୍ଜ ବିହାରୀ ପଣ୍ଡା, ମଦନ ମୋହନ ପତ୍ର, ସଂଗ୍ରାମ ସିଂହ, ସୁନିଲ ପାତ୍ର , କୃଷ୍ଣମୂର୍ତ୍ତି ପାତ୍ର ଏବଂ ବରିଷ୍ଠ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ସଭାକୁ ସମ୍ପାଦନ କରିଥିଲେ । ସବୁ ପଞ୍ଚାୟତରେ ଯେମିତି ଆଗାମୀ ହିନ୍ଦୁ ନବବର୍ଷ ପାଳିତ ହେବ ତାହା ବିସୟରେ ଚର୍ଚ୍ଚା ହେଲା ।  ଏହି ସଭାରେ ପ୍ରତ୍ୟେକ ପଞ୍ଚାୟତର ମୁଖ୍ୟ କର୍ମୀ ଉପସ୍ଥିତ ଥିଲେ । ବିଭିନ୍ନ ସମସ୍ୟା ଏବଂ ସମାଧାନ ଉପରେ ଚର୍ଚ୍ଚା ହୋଇଥିଲା ଏହି ସଭାରେ । ଶେଷରେ ବାବୁଲା ପାତ୍ର ଧନ୍ୟବାଦ୍ ଅର୍ପଣ କରି ସଭା ଶେଷ କରିଥିଲେ ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img