Wednesday, July 30, 2025
18.2 C
London

ଡିଜେ ହେଲା କାଳ।

ଭଦ୍ରକ,(କଳିଙ୍ଗ ଜାଗରଣ ବ୍ୟୁରୋ):-ଡିଜେ ହେଲା କାଳ। ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ନୂଆନନ୍ଦ ପଞ୍ଚାୟତରେ କଣ୍ଟିମଙ୍ଗଳା ପାଟୁଆ ଶୋଭାଯାତ୍ରା ଚାଲିଥିବା ବେଳେ ଡିଜେ ଗାଡି ସହ ୧୧ କେଭି ବିଦ୍ୟୁତ୍ ତାର ଲାଗିଯିବାରୁ ୨ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୧୦ ଜଣ ଗୁରୁତର ଆହତ ହୋଇ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି । ସେପଟେ ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

Hot this week

ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ ।

ଭୁବନେଶ୍ୱର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):-ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ...

୪୮୦ ବୋତଲ ନିଶା କଫ ସିରପ ଜବତ ସହ ଜଣେ ଯୁବକ ଗିରଫ ।

ସମ୍ବଲପୁର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):- ସମ୍ବଲପୁର ବରେଇପାଲି ଥାନା ଅନ୍ତର୍ଗତ ରାନୀବନ୍ଧ ପଡ଼ା...

Topics

ପୁରୀ ଜିଲ୍ଲା ଡେଲାଙ୍ଗ ଅଞ୍ଚଳରେ କୁକୁଡ଼ା ମଡ଼କ ଦେଖିବାକୁ ମିଳିଛି ।

ପିପିଲି,୦୯/୭((କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅର୍ନ୍ତଗତ ବେଗୁନିଆପଡା, ତରଡା,...
spot_img

Related Articles

Popular Categories

spot_imgspot_img