ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଘଟଣାର ତୀବ୍ର ନିନ୍ଦା କରିଛନ୍ତି।

ଭୁବନେଶ୍ୱର,୧୬/୪(କଳିଙ୍ଗ ଜାଗରଣ ବ୍ୟୁରୋ):-ବଲାଙ୍ଗିର ଜିଲ୍ଲା ପାଟଣାଗଡ ଠାରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏବଂ ଏ ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ବେଳେ ଘଟଣାର ସତ୍ୟାସତ୍ୟ ଲୋକଲୋଚନକୁ ଆଣିବାକୁ ମୁଖ୍ୟମନ୍ତ୍ରୀ ପୋଲିସକୁ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।ସେହିଭଳି କଳାହାଣ୍ଡି ଜିଲ୍ଲା ପାଟଣାଗଡ଼ରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଜାଳିଦେବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏବଂ ସ୍ଥାନୀୟ ଗାନ୍ଧୀ ଛକରେ ଦଳୀୟ ନେତୃବର୍ଗ ବିକ୍ଷୋଭ ପ୍ରଦର୍ଶନ କରି ରାଜ୍ୟର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଞ୍ଚଳରେ ଏଭଳି କୁତ୍ସିତ ଘଟଣା ଏକ ରାଜନୈତିକ ଷଡ଼ଯନ୍ତ୍ର ହୋଇପାରେ ବୋଲି ସନ୍ଦେହ କରିଛନ୍ତି।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img