କଟକ,o୪/୪/ (କଳିଙ୍ଗ ଜାଗରଣ ବ୍ୟୁରୋ):- କଟକ ଖାନନଗରରେ ବ୍ରିଜ ସ୍ଲାବ ଭୁଶୁଡ଼ି ୩ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତଦନ୍ତ ନିର୍ଦେଶ ଦେବା ସହ ମୃତକଙ୍କ ପରିବାରଙ୍କ ପ୍ରତି ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। । ଏହାସହିତ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।