ବ୍ରହ୍ମପୁର,୦୫।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପୁଲିସର ଶେରଗଡ, ଭଞ୍ଜନଗର, ପୋଲସରା, କୋଟିନଡା, ଆସିକା ଓ ଚମାଖଣ୍ଡି ଥାନା ଇଲାକାରେ ଚଢଉ କରି ୧୮ ଜଣ ଦୁର୍ଦାନ୍ତ ଅପରାଧୀଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ୧୭ଟି ବନ୍ଧୁକ, ୬୬ଟି ଗୁଳି,୪ଟି ଖୋକା ଓ ୧୬ଟି ମୋବାଇଲ ଜବତ କରିଛି।

Hot this week
Free News - Where voices unite, stories flourish, and community thrives through open dialogue and meaningful connections.
Get important news delivered directly to your inbox and stay connected!