ପହଲଗାଓଁ ଆକ୍ରମଣର ପ୍ରତିଶୋଧ ନେଲା ଭାରତ।

ନୂଆଦିଲ୍ଲୀ,୦୬।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):- ପହଲଗାଓଁର ପ୍ରତିଶୋଧ ନେଲା ଭାରତ। ପାକିସ୍ତାନ ଆତଙ୍କୀ ମସୁଦ ଆଝାରର ବହାଓ୍ବଲପୁର ଠିକଣାରେ ମୋଟ୍ ୯ଟି ସ୍ଥାନକୁ ଟାର୍ଗେଟ୍ କରି ମିସାଇଲ୍ ଆଟାକ୍ କରିଛି ଭାରତୀୟ ସେନା । ଯାହାକୁ ‘ଅପରେସନ ସିନ୍ଦୂର’ ନାମ ଦିଆଯାଇଛି। ଏହି ଆକ୍ରମଣରେ ୧୦୦ ରୁ ଅଧିକ ଆତଙ୍କବାଦୀ ନିହତ ହୋଇଥିବା ବେଳେ ୩ ଜଣ ଭାରତୀୟ ସେନା ସହିଦ ହୋଇଥିବା ସୂଚନା ମିଳିଛି।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img