Tuesday, December 16, 2025
10.8 C
London

୧୮ଟି ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଭୁବନେଶ୍ୱର ,୧୪/୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଆଜି ଓ ଆସନ୍ତାକାଲି ଦୁଇ ଦିନ ୧୮ଟି ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲା ମାନଙ୍କ ମଧ୍ୟରୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଗଞ୍ଜାମ , ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର , କଳାହାଣ୍ଡି ଏବଂ କଟକaadi ଜିଲାରେ ବିଜୁଳି , ଘଡ଼ଘଡ଼ି ସହ ଝଡ଼ବର୍ଷା ଆଶଙ୍କା ରହିଛି।

Hot this week

ଗାଈ ମାଂସ ବିକ୍ରି ଉଦ୍ୟମ ଘଟଣାରେ ପୁଲିସ ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ...

ଧାନକଟା ମେସିନ୍ ରେ କଟି ଚାଷୀଙ୍କ ମୃତ୍ୟୁ ।

ବାଲେଶ୍ଵର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବାଲେଶ୍ଵର ଜିଲ୍ଲା ବର୍ଦ୍ଧନପୁର ଥାନା ନିକଟସ୍ଥ ସାହାଜ...

ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର ନିକଟରେ କାର୍ ଦୁର୍ଘଟଣା ।

ଛତ୍ରପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।

ଯାଜପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ବିକ୍ରମ ପଣ୍ଡାଙ୍କ ସମେତ ୫ ଜଣଙ୍କ ଜାମିନ ଆବେଦନର ଶୁଣାଣି ଆସନ୍ତା ୧୬ ତାରିଖକୁ ଧାର୍ଯ୍ୟ କରିଛନ୍ତି କୋର୍ଟ।

ବ୍ରହ୍ମପୁର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ସମ୍ପୃକ୍ତ ବିକ୍ରମ...

Topics

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ବିଧାନସଭାରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ...

ନିଜକୁ ଭିଜିଲାନ୍ସ ଅଧିକାରୀ କହି ଦୁଇ ଅଭିଯୁକ୍ତ ଗିରଫ ହୋଇଛନ୍ତି ।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ନିଜକୁ ଭିଜିଲାନ୍ସ ଅଧିକାରୀ କହି ଟଙ୍କା ଆଦାୟ...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କ ୯୦ବର୍ଷ ବୟସରେ ପରଲୋକ ହୋଇଛି ।

ନୂଆଦିଲ୍ଲୀ,୧୨/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ପ୍ରବୀଣ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ...
spot_img

Related Articles

Popular Categories

spot_imgspot_img