ଓଡ଼ିଶା ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ପରଲୋକ।

କାମାକ୍ଷାନଗର,୩୦/୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ପୂର୍ବତନ ବିଧାୟକ ତଥା ଓଡ଼ିଶା ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ପରଲୋକ। ଦୀର୍ଘଦିନ ହେବ ଅସୁସ୍ଥ ଥିବା କାରଣରୁ ତାଙ୍କୁ ଭୂବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବଂ ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ସେପଟେ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img