ବ୍ରହ୍ମପୁର,୦୫/୬(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜଗନ୍ନାଥପ୍ରସାଦ ଥାନା ଚଢିଆପଲ୍ଲୀ ଗ୍ରାମରେ ଶାଳିକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ଭିଣୋଇ । ଜମିଜମା ବିବାଦରୁ ଏଭଳି ହତ୍ୟାକାଣ୍ଡ ଘଟିଥିବା ଆଶଙ୍କା କରାଯାଉ ଥିବାବେଳେ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର l ଏବଂ ସ୍ଥାନୀୟ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।