Saturday, December 20, 2025
6.7 C
London

୪୮୦ ବୋତଲ ନିଶା କଫ ସିରପ ଜବତ ସହ ଜଣେ ଯୁବକ ଗିରଫ ।

ସମ୍ବଲପୁର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):- ସମ୍ବଲପୁର ବରେଇପାଲି ଥାନା ଅନ୍ତର୍ଗତ ରାନୀବନ୍ଧ ପଡ଼ା ଅଞ୍ଚଳରେ ପୁଲିସର ଚଢ଼ଉ ବେଳେ ୪୮୦ ବୋତଲ ନିଶା କଫ ସିରପ ଜବତ ସହ ଜଣେ ଯୁବକ ଗିରଫ । ଯୁବକ ଜଣ ଏକ ମୋଟର ସାଇକେଲରେ ବେଆଇନ ଭାବରେ ନିଶା କଫ ସିରପ ରଖି ଅନ୍ୟତ୍ର ବିକ୍ରି ପାଇଁ ଉଦ୍ୟମ କରୁଥିବା ବେଳେ ପୁଲିସ ମାଡି ବସି ଥିଲା।

Hot this week

ଆସାମର ହୋଜାଇ ଜିଲ୍ଲାରେ ହାତୀପଲଙ୍କ ଉପରେ ମାଡ଼ିଗଲା ଟ୍ରେନ ।

ନୂଆଦିଲ୍ଲୀ,୨୦/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଆସାମର ହୋଜାଇ ଜିଲ୍ଲାରେ ହାତୀପଲଙ୍କ ଉପରେ ମାଡ଼ିଗଲା...

ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ବନାଞ୍ଚଳରେ ହାତୀପଲର ଦୌରାତ୍ମ୍ୟ l

ବ୍ରହ୍ମପୁର,୧୯/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ବନାଞ୍ଚଳରେ...

ଆସନ୍ତା ନୂତନ ଇଂରାଜୀ ବର୍ଷ ପ୍ରଥମ ଦିନର ଜଗନ୍ନାଥ ସଂସ୍କୃତି ଜାଗରଣ କାର୍ଯ୍ୟକ୍ରମ ପାଇଁ ମହାପ୍ରଭୁଙ୍କୁ ନିମନ୍ତ୍ରଣ l

ଭୁବନେଶ୍ୱର,୧୮/୧୨(ଲିପିକା ରାଣୀ ରାଉତ ):-ଶ୍ରୀଜଗନ୍ନାଥ ଭାଇ ବଳଭଦ୍ର ଭଉଣୀ ସୁଭଦ୍ରା ଓ...

ଅତିଥି ଅଧ୍ୟାପିକାଙ୍କର ସନ୍ଦେହଜନକ ମୃତ୍ୟୁ l

କେନ୍ଦୁଝର ,୧୮/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- କେନ୍ଦୁଝର ସରକାରୀ ମହିଳା ମହାବିଦ୍ୟାଳୟର ବିଜ୍ଞାନ...

ଭାରସ୍ୟାମ ହରାଇ ୪୦ ଫୁଟ ତଳକୁ ଖସିଲା ବୋଲେରୋ ।

ମୟୂରଭଞ୍ଜ,୧୮/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନଳଗଜା...

Topics

ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ ।

ନୂଆଦିଲ୍ଲୀ,୧୭/ ୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ...

ଗଞ୍ଜାମକୁ ଫେରିଛନ୍ତି ବିଦେଶି ପକ୍ଷୀ l

ବ୍ରହ୍ମପୁର,୧୭/ ୧୨(ଇ ରଞ୍ଜନ):-ହିଞ୍ଜିଳି ବିଦେଶୀ ପକ୍ଷୀଙ୍କ ଓଡ଼ିଶା ଆଗମନ ଗଞ୍ଜାମ ସମରଝୋଳ...

ଗାଈ ମାଂସ ବିକ୍ରି ଉଦ୍ୟମ ଘଟଣାରେ ପୁଲିସ ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ...
spot_img

Related Articles

Popular Categories

spot_imgspot_img