ଭୁବନେଶ୍ୱର,୨୧/୭(କଳିଙ୍ଗ ଜାଗରଣ ବ୍ୟୁରୋ):-ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ସେ ଜଣେ ଛାତ୍ରୀଙ୍କୁ କୋଲ୍ଡଡ୍ରିଙ୍କ୍ସ୍ ରେ ନିଶା ଦ୍ରବ୍ୟ ଦେଇ ଏକ ହୋଟେଲରେ ବଳ ପୂର୍ବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ ଛାତ୍ରୀ ଜଣକ ମଞ୍ଚେଶ୍ୱର ଥାନାରେ FIR ଦେଇଥିବାବେଳେ ଅଭିଯୋଗ ଆଧାରରେ ମଞ୍ଚେଶ୍ୱର ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି ଓ ଅଭିଯୁକ୍ତ ଉଦିତ ପ୍ରଧାନଙ୍କୁ ଗିରଫ କରିଛି ।